ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୫ଟି ଷ୍ଟେସନ ମଧ୍ୟରୁ ଓଡ଼ିଶାର ୪

0

ଭୁବନେଶ୍ବର: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେସନ ତାଲିକାରେ ପ୍ରଥମ ୫ଟି ଷ୍ଟେସନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେସନ ସ୍ଥାନ ପାଇଛି । ଗତ ଆର୍ଥିକ ବର୍ଷରେ ୨୦୨୩ ମସିହା ଏପ୍ରିଲ ମାସ ୧ ତାରିଖରୁ ୨୦୨୪ ମସିହା ମାର୍ଚ୍ଚ ମାସ ୩୧ ତାରିଖ ସୁଦ୍ଧା ଭୁବନେଶ୍ୱର ରେଳଷ୍ଟେସନ ୪୯୩କୋଟିରୁ ଅଧିକ ଟଙ୍କା ରୋଜଗାର କରି ଦ୍ୱିତୀୟ ସର୍ବାଧିକ ଆୟ କରୁଥିବା ଷ୍ଟେସନ ସ୍ଥାନ ପାଇଛି।

ପୂର୍ବତଟ ରେଳବାଇର ବିଶାଖାପଟନମ ରେଳ ଷ୍ଟେସନ ସର୍ବାଧିକ ଆୟ ତାଲିକାରେ ପ୍ରଥମ ସ୍ଥାନରେ ରହିଥିବା ଏକ ସୂଚନା ଅଧିକାର ତଥ୍ୟରୁ ଜଣାପଡିଛି । ଗତ ଆର୍ଥିକ ବର୍ଷରେ ପୁରୀ ତୃତୀୟ, ବ୍ରହ୍ମପୁର ଚତୁର୍ଥ ଏବଂ କଟକ ପଞ୍ଚମ ସର୍ବାଧିକ ଆୟକାରୀ ଷ୍ଟେସନ ତାଲିକାରେ ରହିଥିବା ଜଣାପଡିଛି ।

Leave A Reply

Your email address will not be published.