ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ପ୍ରିୟଙ୍କାଙ୍କୁ ମିଳିପାରେ ଓ୍ବାୟନାଡ ଆସନ

0

ନୂଆଦିଲ୍ଲୀ: ୨୦୨୪ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଟି ଆସନରୁ ଲଢ଼ିଥିଲେ। ଉଭୟ ରାଏବରେଲି ଏବଂ ଓ୍ବାୟନାଡ ଆସନରେ ସେ ବିଜେତା ହୋଇଛନ୍ତି। ଏବେ କିନ୍ତୁ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ହେବ, ଯେଉଁଥିଲାଗି କିଛିଦିନ ଧରି ଚର୍ଚ୍ଚା ହୋଇ ଆସୁଛି। ତେବେ ରାହୁଲ ରାଏବରେଲି ଆସନ ରଖି ଓ୍ବାୟନାଡକୁ ଛାଡ଼ିପାରନ୍ତି। ଏପରିକି ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏହି ଆସନରୁ ଲୋକ ସଭା ପ୍ରାର୍ଥୀ ହେବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି।

ନିୟମ ମୁତାବକ ଯଦି କୌଣସି ପ୍ରାର୍ଥୀ ନିର୍ବାଚନ ସମୟରେ ୨ ଆସନରୁ ଲଢ଼ନ୍ତି ଏବଂ ଉଭୟରେ ବିଜେତା ହୁଅନ୍ତି ତେବେ ଫଳାଫଳ ଆସିବାର ୧୪ଦିନ ମଧ୍ୟରେ ଗୋଟିଏ ଆସନ ଛାଡ଼ିବାକୁ ପଡ଼ିଥାଏ। ଏମିତିରେ ରାହୁଲ ଆଗାମୀ ୩ ଦିନ ମଧ୍ୟରେ ଓ୍ବାୟନାଡ ଆସନ ଛାଡ଼ିବା ନେଇ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି।

Leave A Reply

Your email address will not be published.