ପ୍ରମୁଖ ଖବର

ଡାକସେବାରେ ବଡ଼ ପରିବର୍ତ୍ତନ: ଅପ୍‌ଗ୍ରେଡ୍ ହେଲା ‘ଡାକ ମିତ୍ର’ ଓ ‘ଡାକ ସେବା’ ଆପ୍‌
ଶିକ୍ଷକ ଦିବସରେ ୨୧ ଉଚ୍ଚଶିକ୍ଷା ଶିକ୍ଷକଙ୍କୁ ଜାତୀୟ ପୁରସ୍କାର ଦେବେ ରାଷ୍ଟ୍ରପତି
ପ୍ରତି ପରିବାରକୁ ବର୍ଷକୁ ୩ ମାଗଣା ଏଲ୍‌ପିଜି ସିଲିଣ୍ଡର, ବିଜୟଙ୍କ ବଡ଼ ଘୋଷଣା
ଇମ୍ରାନଙ୍କ ଚିକିତ୍ସା ପାଇଁ ଏକାଠି ହେଲେ ୨୧ ଜଣ ପୂର୍ବତନ ଅନ୍ତର୍ଜାତୀୟ କ୍ୟାପ୍‌ଟେନ
ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ପଦକ୍ଷେପ, ଆଜିଠୁ ଚାଲିବ ‘କାନ୍ଦା ଏକ୍ସପ୍ରେସ’
ଅମରାବତୀ ହସ୍ପିଟାଲ ଏନଆଇସିୟୁରେ ଅଗ୍ନିକାଣ୍ଡ, ୩ ନବଜାତଙ୍କ ମୃତ୍ୟୁ
ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ପୋଲିସ ଗୁଳିରେ ୪ ନକ୍ସଲ ନିହତ

0

ନୂଆଦିଲ୍ଲୀ: ଝାଡଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ଚାଇବାସାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି।ଜଣେ ଜୋନାଲ କମାଣ୍ଡର ଓ ୨ ଜଣ ଏରିଆ କମାଣ୍ଡରଙ୍କ ସମେତ ୪ ଜଣ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ନିହତ ନକ୍ସଲଙ୍କ ମୁଣ୍ଡ ଉପରେ ଥିଲା ପୁରସ୍କାର ରାଶି।

ଏହା ଝାଡ଼ଖଣ୍ଡ ପୁଲିସ୍ ପାଇଁ ଏକ ବଡ଼ ସଫଳତା ବୋଲି କୁହାଯାଉଛି। ଏନକାଉଣ୍ଟର ସ୍ଥଳରୁ ରାଇଫଲ୍ ସମେତ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ପଶ୍ଚିମ ସିଂହଭୂମ ଏସ୍‌ପି ଆଶୁତୋଷ ଶେଖର କହିଛନ୍ତି ଯେ ଏବେବି ଘଟଣାସ୍ଥଳ ଓ ଏହାର ଆଖପାଖ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Leave A Reply

Your email address will not be published.