ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

୧୯ରେ ନେତା ବାଛିବ ବିଜେଡି

0

ଭୁବନେଶ୍ବର: ଆସନ୍ତା ୧୯ ତାରିଖ ଦିନ ବିଜେଡି ବିଧାୟକ ଦଳ ବୈଠକ ଡକାଯାଇଛି। ୨୦ ତାରିଖ ବିଧାନସଭାର ବାଚସ୍ପତି ନିର୍ବାଚନ ପୂର୍ବରୁ ଏହି ବୈଠକକୁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଉଛି। ଏହି ଦିନ ବିଜେଡି ବିଧାୟକ ଦଳ ନେତା ବାଛିବ। ଅର୍ଥାତ୍ ବିରୋଧୀ ଦଳ ନେତା କିଏ ହେବେ,ତାହା ଜଣାପଡ଼ିବ।

ବିଜେଡି ସୂତ୍ରରୁ ମିଳୁଥିବା ଖବର ଅନୁସାରେ, ଦଳ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତା କରିବାକୁ ସ୍ଥିର କରିଛି। ଉପନେତା ଭାବେ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ମନୋନୀତ ହୋଇପାରନ୍ତି।

ଏଥର ବିଧାନସଭାରେ ବିଜେଡିର ୫୧ ଜଣ ବିଧାୟକ ନିର୍ବାଚିତ ହୋଇଛନ୍ତି। ବିଧାନସଭାରେ ଦଳ ପ୍ରଭାବଶାଳୀ ଭୂମିକା ନିର୍ବାହ କରିପାରେ।

Leave A Reply

Your email address will not be published.