ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ଅନୁଭବ ମହାନ୍ତିଙ୍କ ବିରୋଧରେ ଚାର୍ଜଫ୍ରେମ୍

0

କଟକ: ଅଭିନେତା ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଗୁରୁବାର ଚାର୍ଜଫ୍ରେମ୍‌ ଦାଖଲ କରାଯାଇଛି। କଟକ ଜେଏମ୍‌ଏଫ୍‌ସି କୋର୍ଟରେ ଅନୁଭବ ହାଜର ପରେ ଚାର୍ଜଫ୍ରେମ କରାଯାଇଛି। ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍‌ ଦାଖଲ ହୋଇଛି। ବର୍ଷାଙ୍କୁ ନିର୍ଯାତନା ନେଇ ପୁରୀଘାଟ ଥାନାରେ ମାମଲା ରୁଜୁ କରାଯାଇଥିଲା।

ଘରୋଇ ହିଂସାକୁ ନେଇ ଅନୁଭବଙ୍କ ନାଁରେ ଜାମିନ ବିହୀନ ପରଓ୍ବାନା(ଏନ୍‌ବିଡବ୍ଲ୍ୟୁ)ଜାରି କରିଥିଲେ ଜେଏମ୍‌ଏଫ୍‌ସି କୋର୍ଟ। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଅନୁଭବ ଏବଂ ତାଙ୍କ ଦୁଇ ସହଯୋଗୀ କୋର୍ଟରେ ହାଜର ହୋଇଛନ୍ତି। ଚାର୍ଜଫ୍ରେମ୍‌ ଲାଗି ହାଜର ହେଉ ନ ଥିଲେ ଅନୁଭବ। ଯେଉଁଥିପାଇଁ ଏନ୍‌ବିଡବ୍ଲ୍ୟୁ ଜାରି ହୋଇଥିଲା। ବର୍ଷାଙ୍କୁ ନିର୍ଯାତନା ନେଇ ପୁରୀଘାଟ ଥାନାରେ ପୂର୍ବରୁ ମାମଲା ରୁଜୁ ହୋଇଥିଲା ।

Leave A Reply

Your email address will not be published.