ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

କାୟା ବିସ୍ତାର କଲାଣି ଜଣ୍ଡିସ

0

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ବ୍ୟାପିବାରେ ଲାଗିଛି ଜଣ୍ଡିସ। ଏଥିରେ ୨୫ ଜଣ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ସମ୍ବଲପୁରର କୁମ୍ଭାରପଡା ଶାଲିଆବଗିଚା, ପେନସନପଡାରେ ଏହି ଜଣ୍ଡିସ ଆକ୍ରାନ୍ତ ମାନେ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତ୍ତି କରାଯାଇଛି। ଏତେ ମାତ୍ରାରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳରେ ଭୟର ବାତ୍ତାବରଣ ଦେଖିବାକୁ ମିଳିଛି।

ତେବେ ଜଣ୍ଡିସ କେଉଁ କାରଣରୁ ବ୍ୟାପିଛି ତାହା ଏପର୍ଯ୍ୟନ୍ତ ଜଣାପଡିନଥିବାବେଳେ, ଖରାପ ପାଣି ପିଇବାରୁ ଏପରି ହୋଇଥିବା ସନ୍ଦେହ କରାଯାଉଛି। ତେବେ ସ୍ଥିତି ଉପରେ ନଜର ରଖିଛି ସ୍ୱାସ୍ଥ୍ୟ ବିଭାଗ ।

Leave A Reply

Your email address will not be published.