ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଭୁବନେଶ୍ୱରରେ ଖୋଲିବ ଚାଉଳ ଏଟିଏମ୍‌

0

ଭୁବନେଶ୍ୱର; ଭୁବନେଶ୍ୱରରେ ଖୋଲିବାକୁ ଯାଉଛି ଚାଉଳ ଏଟିଏମ୍‌। ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍‌ ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ ଦିଆଯିବ, ଯାହାଦ୍ୱାରା ସେମାନେ ଚାଉଳ ଉଠାଇବେ।

ଏହି ଉପାୟରେ ମେସିନ୍‌ରେ କାର୍ଡ ଗଳାଇଲେ ଚାଉଳ ବାହାରିବ। ଆଗାମୀ ସପ୍ତାହକ ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ଏହି ବ୍ୟବସ୍ଥା ଆରମ୍ଭ କରାଯିବ। ପରେ ରାଜ୍ୟର ସବୁ ଜିଲାରେ ଏପରି ଚାଉଳ ଏଟିଏମ୍‌ ଖୋଲାଯିବାର ଯୋଜନା ରହିଛି।

Leave A Reply

Your email address will not be published.