ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ହାଇକୋର୍ଟ ଗଲେ ଦିଲୀପ ରାୟ

0

ଭୁବନେଶ୍ବର: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବରିଷ୍ଠ ଭାଜପା ନେତା ଦିଲ୍ଲୀପ ରାୟ। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ଦାୟର କଲେ ମାମଲା। ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି।

ସୂଚନାଥାଉ କି, ରାଉରକେଲା ବିଜେଡି ବିଧାୟକ ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି। ନାମାଙ୍କନ ପତ୍ରରେ ଶାରଦା ଭୁଲ ଓ ଅସମ୍ପୂର୍ଣ୍ଣ ତଥ୍ୟ ଦେଇଥିବା ସେ ଅଭିଯୋଗ କରିଛନ୍ତି। ଅପରାଧିକ ପୃଷ୍ଠଭୂମି, ସମ୍ପତ୍ତିର ଭୁଲ ଓ ଅସମ୍ପୂର୍ଣ୍ଣ ତଥ୍ୟ ଦେଇଥିବା ଅଭିଯୋଗ କରି ସେ ଶାରଦାଙ୍କ ନାଁରେ ପିଟିଶନ ଦାଖଲ କରିଛନ୍ତି।

Leave A Reply

Your email address will not be published.