ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ଦୀପାଳିଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ

0
  • ପୁନଃ ଯାଞ୍ଚ ହେବ ୧୩ ପୋଲିଂ ଷ୍ଟେସନର ଇଭିଏମ୍
  • ନିର୍ବାଚନ ଫଳାଫଳ ନେଇ ଅଭିଯୋଗ

ଝାରସୁଗୁଡା: ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ । ଯାଞ୍ଚ ହେବ ୧୩ ପୋଲିଂ ଷ୍ଟେସନର ଇଭିଏମ୍ । ନିର୍ବାଚନ ଫଳାଫଳରେ ଘୋଟାଲା ହୋଇଥିବା ଅଭିଯୋଗ କରିଥିଲେ ଦୀପାଳି ।

ଝାରସୁଗୁଡା ପୂର୍ବତନ ବିଧାୟିକା ତଥା ପରାଜିତ ବିଜେଡି ବିଧାୟିକା ପ୍ରାର୍ଥୀ ଦୀପାଳି ଦାସ ନିର୍ବାଚନ ଫଳାଫଳକୁ ନେଇ ଅସନ୍ତୋଷ ପ୍ରକାଶ କରି ,ଏଥିରେ ଅନିୟମିତତା ହୋଇଥିବା ଅଭିଯୋଗ କରିଥିଲେ। ଏନେଇ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସେ ଯାଞ୍ଚ ପାଇଁ ଆବେଦନ କରିଥିଲେ। ଆଉ ଆଜି ତାଙ୍କ ଆବେଦନକୁ ଗ୍ରହଣ କରିଛନ୍ତି ନିର୍ବାଚନ ଆୟୋଗ। ଏହା ସହିତ ଝାରସୁଗୁଡାର ୧୩ ଟି ପୋଲିଂ ଷ୍ଟେସନରେ ଯାଞ୍ଚ କରିବା ପାଇଁ ଅନୁମତି ଦେଇଛନ୍ତି ନିର୍ବାଚନ ଆୟୋଗ।

Leave A Reply

Your email address will not be published.