ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ନକ୍ସଲମାନେ ବର୍ବର କାଣ୍ଡ : ଆଇଡି ବିସ୍ଫୋରଣରେ ୨ ଯବାନ ଶହୀଦ

0

ଛତିଶଗଡ: ଛତିଶଗଡର ନକ୍ସଲ ପ୍ରଭାବିତ ଜିଲା ସୁକମାରେ ରବିବାର ଏକ ବଡ଼ ଘଟଣା ଘଟିଛି। ଏଠାରେ ନକ୍ସଲ ଆଇଡି ବିସ୍ଫୋରଣରେ ୨ ଯବାନ ଶହୀଦ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲମାନେ କରିଥିବା ଆଇଇଡି ବ୍ଲାଷ୍ଟରେ ୨ ଜଣ ଯବାନ ସହିଦ ହୋଇଥିବା ଖବର ମିଳିଛି।

ସୁକମା ଜିଲ୍ଲା ଜଗରଗୋଣ୍ଡା ଟେକେଲଗୁଡା ରାସ୍ତାରେ ଯବାନଙ୍କ ଟ୍ରକ ଯାଉଥିବା ବେଳେ ପୂର୍ବରୁ ସେଠାରେ ଲ୍ୟାଣ୍ଡମାଇନ ବିଛାଇଥିବା ମାଓବାଦୀମାନେ ବିସ୍ଫୋରଣ କରିଥିଲେ । ଏଥିରେ ଟ୍ରକଟି ଚୁରମାର ହୋଇଯିବା ସହ ୨ ଜଣ ଯବାନ ସହିଦ ହୋଇଛନ୍ତି । ଏହି ଟ୍ରକରେ ୨୦୧ କୋବ୍ରା ଯବନା ଯାଉଥିଲେ । ବିସ୍ଫୋରଣ ପରେ ଅତିରିକ୍ତ ଫୋର୍ସ ଘଟଣାସ୍ଥଳକୁ ପଠାଯାଇଛି। ବର୍ତ୍ତମାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି।

Leave A Reply

Your email address will not be published.