ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଶପଥ ନେଲେ ନବନିର୍ବାଚିତ ସାଂସଦଗଣ

0

ନୂଆଦିଲ୍ଲୀ: ୧୮ତମ ଲୋକସଭାର ଉଦଘାଟନୀ ଅଧିବେଶନ ଆରମ୍ଭ ହେବାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ଲୋକସଭାକୁ ନିର୍ବାଚିତ ହୋଇଥିବା ସାଂସଦମାନେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଶପଥ ପାଠ କରାଇଛନ୍ତି ।

ତେବେ ଓଡିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଓଡିଆରେ ଶପଥ ଗ୍ରହଣ କରିଛନ୍ତି। ସମ୍ବଲପୁର ଲୋକସଭାରୁ ଧର୍ମେନ୍ଦ୍ର ପ୍ରଧାନ ଏବଂ ସୁନ୍ଦରଗଡ ଲୋକସଭାରୁ ଜୁଏଲ ଓରାମ ନିର୍ବାଚିତ ହୋଇଛନ୍ତି। ଆଉ ଏବେ ଧର୍ମେନ୍ଦ୍ର ପ୍ରଧାନ ଓଡିଆରେ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି । ସେହିପରି ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ ସାନ୍ତାଳୀ ଭାଷାରେ, ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ ସଂସ୍କୃତ ଭାଷାରେ ଶପଥ ନେଇଛନ୍ତି।

Leave A Reply

Your email address will not be published.