ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଘର ଯେମିତି ନେଇଥିଲି ସେମିତି ଫେରାଇବି : ପ୍ରଣବ ପ୍ରକାଶ ଦାଶ

0

ଭୁବନେଶ୍ବର: ଆଜି ବିଜେଡି ନେତା ପ୍ରଣବ ପ୍ରକାଶ ଦାଶଙ୍କ ସରକାରୀ ବାସଭବନ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ଭଙ୍ଗାଯାଉଛି। ତେବେ କେଉଁ ଉଦ୍ଦେଶ୍ୟରେ ପ୍ରଣବ କୋଟି କୋଟି ଟଙ୍କାରେ ନିର୍ମାଣ କରିଥିବା ବାସଭବନରେ ଅଣ୍ଡର ଗ୍ରାଉଣ୍ଡକୁ ଭାଙ୍ଗିଦିଆ ଯାଉଛି ତାହାକୁ ନେଇ ଚାରିଆଡ଼େ ପ୍ରଶ୍ନବାଚୀ ଉଠୁଥିବା ବେଳେ ଏହାକୁ ନେଇ ବବି ମୁହଁ ଖୋଲିଛନ୍ତି।

ବବି କହିଛନ୍ତି ନିୟମ ଅନୁସାରେ ଘର ଯେମିତି ନେଇଥିଲି ସେମିତି ଫେରାଇବି। ଏହି ଘର ଅସ୍ଥାୟୀ ଭାବେ ନିର୍ମାଣ ହୋଇଥିଲା। ଯେହେତୁ ସମ୍ପାଦକ ଥିଲି ଅନେକ ଲୋକ ଆସୁଥିଲେ। ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଏହାର ବ୍ୟବସ୍ଥା ହୋଇଥିଲା। ଘର ଖାଲିକରିବାକୁ କୁହାଯିବା ପରେ ଭଙ୍ଗାଯାଉଥିବା ପ୍ରଣବ କହିଛନ୍ତି। ଘର ଛାଡ଼ିବା ପାଇଁ ୧୫ ତାରିଖ ଯାଏ ସମୟ ଅଛି। ୧୫ ପୂର୍ବରୁ ନିୟମ ଅନୁସାରେ ଘର ଫେରାଇବି।

Leave A Reply

Your email address will not be published.