ଭୁବନେଶ୍ବର: ୧୯୯୦ ବ୍ୟାଚ୍ର ବରିଷ୍ଠ ଆଇଏଏସ୍ ଅଫିସର ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟଶାସନ ସଚିବ ହେବେ। ଆସନ୍ତା ଜୁନ୍ ୩୦ ତାରିଖ ଦିନ ବର୍ତ୍ତମାନର ମୁଖ୍ୟସଚିବ ପ୍ରଦୀପ କୁମାର ଜେନା ଅବସର ନେଉଛନ୍ତି। କେନ୍ଦ୍ର କୃଷି ସଚିବ ଶ୍ରୀ ଆହୁଜାଙ୍କୁ କେନ୍ଦ୍ର ସରକାର ଓଡ଼ିଶା କ୍ୟାଡରକୁ ଫେରିବା ଲାଗି ଆଜି ସମ୍ମତି ଜଣାଇଛନ୍ତି ଓ ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଅନୁମୋଦନ ପରେ ଆଜି ଏ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ଆହୁଜାଙ୍କୁ ଓଡ଼ିଶାକୁ ଫେରାଇବା ଲାଗି ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। ଆସନ୍ତା ଡିସେମ୍ବର ମାସରେ ଶ୍ରୀ ଆହୁଜା ଅବସର ନେବେ।
ପ୍ରମୁଖ ଖବର
ଭାରତୀୟ ପାଇଲଟ୍ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍ଆର୍ସିଙ୍କ ପରାମର୍ଶ