ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆସନ୍ତା ୪ ଦିନ ଯାଏଁ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଆସନ୍ତା ୪ ଦିନ ଯାଏଁ ମୌସୁମୀ ବାୟୁ ସକ୍ରିୟ ରହିବା ସହ ବିଭିନ୍ନ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ଦକ୍ଷିଣ ଓଡ଼ିଶା ର ଅନେକ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତର ଓଡ଼ିଶା ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ , ନବରଙ୍ଗପୁର ଜିଲ୍ଲା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ୨୪ ଘଣ୍ଟା ପରେ ରାଜ୍ୟ ରେ ବର୍ଷା ର ପରିମାଣ ବୃଦ୍ଧି ପାଇବ। ୨୭ ତାରିଖ ରେ ରାଜ୍ୟ ର ଅନେକ ଅଞ୍ଚଳ ରେ ଅଳ୍ପ ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା ରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୨୮-୨୯ ଜୁନ ରେ କୋହଲା ପାଗ ସହ ଅଧିକାଂଶ ଅଞ୍ଚଳ ରେ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ , କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ବଲାଙ୍ଗୀର, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲା ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.