ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

୬ରେ ଓଡିଶା ଆସିବେ ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର: ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି।

ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବ। ଏହି ସମୟରେ ରାଷ୍ଟ୍ରପତି ମହାପ୍ରଭୁଙ୍କ ରଥଯାତ୍ରା ସହ ଭୁବନେଶ୍ୱର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଆସନ୍ତା ୬ ତାରିଖ ସଂଧ୍ୟାରେ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ ରାଷ୍ଟ୍ରପତି। ସେହିଦିନ ଅପରାହ୍ନରେ ଡିଭାଇନ ରିଟ୍ରିଟ ସେଣ୍ଟର ଉଦ୍ଘାଟନ କରିବେ। ୯ ତାରିଖ ପୂର୍ବାହ୍ନରେ ନାଇଜର୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ସେହିଦିନ ଅପରାହ୍ନରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି।

Leave A Reply

Your email address will not be published.