ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ଦିଆଯିବ ସମ୍ବର୍ଦ୍ଧନା

0

ଭୁବନେଶ୍ବର: ବିଜେପିର ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକମାନଙ୍କୁ ଆସନ୍ତା ରବିବାର ଦିନ ସମ୍ବର୍ଦ୍ଧିତ କରାଯିବ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକ ବର୍ଦ୍ଧନ ସିଂହଦେଓ ଉପସ୍ଥିତ ରହିବା ସହ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ଉପସ୍ଥିତ ରହିବେ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ନେତୃତ୍ୱମାନେ ମଧ୍ୟ ଉପସ୍ଥିତ ରହିବା ନେଇ ଦଳୀୟ ସୂତ୍ରରୁ ସୂଚନା ମିଳିଛି। ବିଜେପି ନେତା ମାନେ ସମ୍ବର୍ଦ୍ଧନା ସଭାର ପ୍ରସ୍ତୁତି ପାଇଁ ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ପହଞ୍ଚି ତଦାରଖ କରୁଛନ୍ତି। 

Leave A Reply

Your email address will not be published.