ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ବଦଳିପାରେ ମେକ ଇନ ଓଡ଼ିଶା ନାଁ

0

ଭୁବନେଶ୍ବର: ବଦଳିପାରେ ମେକ ଇନ ଓଡ଼ିଶା ନାଁ। ଏନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଇସାରା ଦେଇଛନ୍ତି। ମେକ ଇନ ଓଡ଼ିଶା ଜାଗାରେ ଉତ୍କଳ ଇନଭେଷ୍ଟ ସମିଟ ହୋଇପାରେ ବୋଲି ଜଣାପଡିଛି। ଉତ୍କଳ ଇନଭେଷ୍ଟ ସମିଟ ଜରିଆରେ ପୁଞ୍ଜି ଆଣିବାକୁ ଲକ୍ଷ୍ୟ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

ମନ୍ତ୍ରୀ କହିଛନ୍ତି, ଓଡ଼ିଶାକୁ କିଭଳି ନୂଆ ଶିଳ୍ପ ଆସିବ ଏବଂ ଶିଳ୍ପକ୍ଷେତ୍ରରେ କିଭଳି ଆଗକୁ ନିଆଯିବ ସେନେଇ ଆଲୋଚନା ହୋଇଛି । ଇଣ୍ଡଷ୍ଟ୍ରିଆଲ କରିଡରକୁ ବିକଶିତ କରିବୁ। ଏନେଇ ପ୍ରସ୍ତୁତ ଚାଲିଛି। ତେବେ ଖୁବଶୀଘ୍ର ସରକାର ଘୋଷଣା କରିବେ ବୋଲି ମନ୍ତ୍ରୀ ସମ୍ପଦ ସ୍ୱାଇଁ କହିଛନ୍ତି।

Leave A Reply

Your email address will not be published.