ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ

0

ଭୁବନେଶ୍ବର: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

ଏପରିକି ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ବସ୍‌, ଅଟୋ, କାର୍‌, ବାଇକ୍‌ରେ ଆସୁଥିବା ଯାତ୍ରୀଙ୍କ ମଧ୍ୟ ଗଣନା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରକାଶ କରିଛନ୍ତି। ଏପରିକି ହୋଟେଲ, ଧର୍ମଶାଳା ଏବଂ ଲଜ୍‌ରେ ମଧ୍ୟ ଯାତ୍ରୀଙ୍କ ଗଣନା ହେବ।

Leave A Reply

Your email address will not be published.