ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ

0

ଭୁବନେଶ୍ବର: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

ଏପରିକି ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ବସ୍‌, ଅଟୋ, କାର୍‌, ବାଇକ୍‌ରେ ଆସୁଥିବା ଯାତ୍ରୀଙ୍କ ମଧ୍ୟ ଗଣନା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ପ୍ରକାଶ କରିଛନ୍ତି। ଏପରିକି ହୋଟେଲ, ଧର୍ମଶାଳା ଏବଂ ଲଜ୍‌ରେ ମଧ୍ୟ ଯାତ୍ରୀଙ୍କ ଗଣନା ହେବ।

Leave A Reply

Your email address will not be published.