ଭୁବନେଶ୍ବର: ରାଜଧାନୀରେ ରାତି ତମାମ ଖୋଲା ରହୁଛି ବାର, ପବ ଆଉ କ୍ଲବ। ରାତି ବଢ଼ିବା ସହିତ ଏସବୁ ସ୍ଥାନରେ ଗହଳି ବି ବଢୁଛି। ଏଣିକି ରାଜଧାନୀରେ ବାର୍, ପବ୍ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ। ରାତିସାରା ଖୋଲୁଥିବା ବାର, ପବ୍ ଉପରେ ହେବ କାର୍ଯ୍ୟାନୁଷ୍ଠାନ । ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ବନ୍ଦ ନହେଲେ ପ୍ରଥମ ଚଢ଼ାଉରେ ପଡ଼ିବ ଫାଇନ୍। ବାରମ୍ବାର ଉଲ୍ଲଂଘନ କଲେ ପବ୍, ବାର୍ ଲାଇସେନ୍ସ ବାତିଲ କରାଯିବ । ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଲେ ଅବକାରୀ କମିଶନର। ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ। ଅଫିସର ସଠିକ କାର୍ଯ୍ୟ ନକଲେ ତାଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେବ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ