ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କଲେ ଏସପି

0

ନୟାଗଡ: ନୟାଗଡ ସଦର ଥାନା ଗୋଳଗୋଳା ଗାଁରେ ସିରିଜ ଲୁଟ ଘଟଣାରେ ପୋଲିସ ନେଇଛି ବଡ଼ କାର୍ଯ୍ୟାନୁଷ୍ଠାନ। କର୍ତ୍ତବ୍ୟରେ ଅବହେଳା କରିଥିବା ସଦର ଥାନାର ୩ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ଼ ଏସପି। ନିଲମ୍ବିତ ୩ ପୋଲିସ କର୍ମଚାରୀ ହେଲେ ଏସଆଇ ହସିନା ପ୍ରଧାନ, ଏଏସଆଇ ରାଜେଶ୍ଵରୀ ଓ କନେଷ୍ଟବଳ ପୂର୍ଣ୍ଣଚନ୍ଦ୍ର ମହାପାତ୍ର। ଲୁଟ ସମ୍ପର୍କରେ ସୂଚନା ପାଇ ମଧ୍ୟ କୌଣସି ପଦକ୍ଷେପ ନେଇନଥିବାରୁ ଏମାନଙ୍କ ବିରୁଦ୍ଧରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଏସପି କହିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୩୦ ତାରିଖ ବିଳମ୍ବିତ ରାତିରେ ଗୋଳଗୋଳା ଗାଁର ୩ ଟି ଘରୁ ପ୍ରାୟ ୨୦ ଲକ୍ଷରୁ ଅଧିକ ମୂଲ୍ୟର ସୁନା ଅଳଙ୍କାର ଓ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଥିଲା। ଖବର ପାଇ ଏସପି ରାହୁଲ ଜୈନ ଘଟଣାସ୍ଥଳ ପରିଦର୍ଶନ କରିବା ସହ ସଦର ପୋଲିସର ଅବହେଳା ସମ୍ପର୍କରେ ଅଭିଯୋଗ ପାଇଥିଲେ। ତଦନ୍ତ ପରେ ସମ୍ପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

Leave A Reply

Your email address will not be published.