ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆସନ୍ତା ୮ତାରିଖ ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ

0
  • ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ
  • ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ରଥଯାତ୍ରା ପାଇଁ ଆସନ୍ତା ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି ରହିବ।

Leave A Reply

Your email address will not be published.