ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

ଆସନ୍ତା ୮ତାରିଖ ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ

0
  • ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ
  • ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ରଥଯାତ୍ରା ପାଇଁ ଆସନ୍ତା ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି ରହିବ।

Leave A Reply

Your email address will not be published.