ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

0

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ। ମଞ୍ଚେଶ୍ବର ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବିଭତ୍ସ ହତ୍ୟା। ମୃତଦେହ ଜବତ କରି ଛାନଭିନ୍ ଆରମ୍ଭ କରିଛି ମଞ୍ଚେଶ୍ବର ଥାନା ପୋଲିସ। ଅଭିଯୁକ୍ତ ପୁଅକୁ ଅଟକ। ମୃତକ ହେଲେ ସୁନୀଲ ଚୌଧୁରୀ।

ଅଭିଯୁକ୍ତ ପୁଅ ହେଉଛନ୍ତି କିଟ୍ ଲ କଲେଜର ପ୍ରଫେସର ଅନିରୁଦ୍ଧ ଚୌଧୁରୀ। ପାରିବାରିକ କଳହରୁ ବାପାକୁ ପୁଅ ଛୁରୀ ଭୁସି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି । 

Leave A Reply

Your email address will not be published.