ପ୍ରମୁଖ ଖବର

ଏସିବିରେ ୧.୪୦ କୋଟି ଟଙ୍କା ହେରଫେର, ଡାଟା ଏଣ୍ଟ୍ରି ଅପରେଟର ଗିରଫ
କଲେଜ ପାଇଁ ନୂଆ ନିର୍ଦ୍ଦେଶ, କ୍ୟାଣ୍ଟିନ୍‌ରେ କମିବ ତେଲ ବ୍ୟବହାର, ପୁରି-ବରା-ଆଳୁଚପ
ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ୧.୦୩ କୋଟି ମହିଳାଙ୍କ ଖାତାକୁ ଗଲା ୫ ହଜାର ଟଙ୍କା
‘ଫେଲ୍’ ଶବ୍ଦ ହଟିବ, ମାଟ୍ରିକ୍‌ ମାର୍କସିଟ୍‌ରେ ଆସିବ ‘ଦକ୍ଷତା ପାଇଁ ଯୋଗ୍ୟ’
ରେଳ ଷ୍ଟେସନ୍‌ ଓ ଟ୍ରେନ୍‌ରେ ଅଳିଆ ପକାଇଲେ ଗଣିବେ ୧୦୦୦ ଟଙ୍କା
ନେପାଳ ପରେ ଭାରତକୁ ହିମାଳୟୀ ବନ୍ୟା ବିପଦ: ୨୨୧ ବରଫ ହ୍ରଦ ଚିହ୍ନଟ

ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

0

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ। ମଞ୍ଚେଶ୍ବର ରଙ୍ଗମାଟିଆର ଏକ ଆପାର୍ଟମେଣ୍ଟରେ ବିଭତ୍ସ ହତ୍ୟା। ମୃତଦେହ ଜବତ କରି ଛାନଭିନ୍ ଆରମ୍ଭ କରିଛି ମଞ୍ଚେଶ୍ବର ଥାନା ପୋଲିସ। ଅଭିଯୁକ୍ତ ପୁଅକୁ ଅଟକ। ମୃତକ ହେଲେ ସୁନୀଲ ଚୌଧୁରୀ।

ଅଭିଯୁକ୍ତ ପୁଅ ହେଉଛନ୍ତି କିଟ୍ ଲ କଲେଜର ପ୍ରଫେସର ଅନିରୁଦ୍ଧ ଚୌଧୁରୀ। ପାରିବାରିକ କଳହରୁ ବାପାକୁ ପୁଅ ଛୁରୀ ଭୁସି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି । 

Leave A Reply

Your email address will not be published.