ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି

0

ଭୁବନେଶ୍ବର: ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି। ୧୬ ଜଣିଆ କମିଟିର ଅଧ୍ଯକ୍ଷ ରହିବେ ଜଷ୍ଟିସ ବିଶ୍ବନାଥ ରଥ । ସଦସ୍ଯ ରହିବେ- ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର, ସ୍ବାମୀ ପ୍ରଜ୍ଞାନନ୍ଦ ଜୀ, ହରିହର ହୋତା, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଶ୍ରୀ ଶ୍ରୀ ଗଜପତି ମହାରାଜଙ୍କ ପ୍ରତିନିଧି, ଏଏସଆଇର ପ୍ରତିନିଧି, ମଧୁସୂଦନ ସିଂହାରୀ, ଜନାର୍ଦ୍ଦନ ପଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସ ମହାପାତ୍ର, ସୌମେନ୍ଦ୍ର ମୁଦୁଲି, ପୁରୀ ଜିଲ୍ଲାପାଳ । ସେହିପରି ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ରହିବେ ମେମ୍ବର କନଭେନର।

୬ ତାରିଖରେ କମିଟି ବୈଠକରେ ଚୂଡାନ୍ତ ନିଷ୍ପତ୍ତି ନିଆଯିବ। ପ୍ରେସମିଟ୍ କରି ଏ ନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କମିଟି କାର୍ଯ୍ୟ କିପରି ହେବ ସେ ନେଇ ଆଲୋଚନା ହେବ। ଏହାସହ ଅଳଙ୍କାର ମାନ ପରୀକ୍ଷଣ ନେଇ କମିଟି ନିଷ୍ପତ୍ତି ନେବ। ମରାମତି ଓ ଗଣନା କାର୍ଯ୍ୟ ନିର୍ଦ୍ଧାରଣ କରିବ କମିଟି। କମିଟିର ନିଷ୍ପତ୍ତି ପରେ ସରକାର ପଦକ୍ଷେପ ନେବେ। ସେହିପରି ଭଙ୍ଗ ହୋଇଛି ଜଷ୍ଟିସ ଆରିଜିତ ପଶାୟତ କମିଟି।

Leave A Reply

Your email address will not be published.