ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ରଥଯାତ୍ରା ପାଇଁ ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୮ ତାରିଖରେ ବନ୍ଦ ରହିବ।। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ସୂଚନା ଦେଇଛି।

ସୂଚନାଯୋଗ୍ୟ, ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି।

Leave A Reply

Your email address will not be published.