ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ସରକାର

0

ଭୁବନେଶ୍ବର: ଚାଷୀଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର। ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ। ଏନେଇ ରାଜ୍ୟ ସମବାୟ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଏନେଇ ଆବଶ୍ୟକ ନିର୍ଦ୍ଦେଶନାମା ଜାରି ହୋଇଛି।

୧ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ଉପରେ ଚାଷୀଙ୍କୁ କୌଣସି ସୁଧ ଦେବାକୁ ପଡ଼ିବ ନାହିଁ। ହେଲେ ୧ରୁ ୩ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଉପରେ ୨ ପ୍ରତିଶତ ସୁଧ ଦେବାକୁ ପଡିବ ବୋଲି ଜଣାପଡିଛି।

Leave A Reply

Your email address will not be published.