ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ମୁଖ୍ୟମନ୍ତ୍ରୀ ହେବା ପରେ ମନ୍ତ୍ରୀଙ୍କୁ ବିଭାଗ ବାଣ୍ଟିଲେ ହେମନ୍ତ ସୋରେନ

0

ଝାରଖଣ୍ଡ: ମୁଖ୍ୟମନ୍ତ୍ରୀ ହେବା ପରେ ମନ୍ତ୍ରୀଙ୍କୁ ବିଭାଗ ବାଣ୍ଟିଲେ ହେମନ୍ତ ସୋରେନ। ଆଜି ଝାଡଖଣ୍ଡରେ ହେମନ୍ତ ସୋରେନ ସରକାରଙ୍କ କ୍ୟାବିନେଟକୁ ବିସ୍ତାର କରାଯାଇଛି। ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଏବଂ ଜେଏମଏମ ନେତୃତ୍ୱାଧୀନ ଗଠବନ୍ଧନର ଅନ୍ୟ ୧୦ ଜଣ ନେତା ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ବର୍ତ୍ତମାନ ବିଭାଗଗୁଡ଼ିକ ମଧ୍ୟ ମନ୍ତ୍ରୀଙ୍କ ମଧ୍ୟରେ ବଣ୍ଟାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସମେତ ବାର ସଦସ୍ୟ ବିଶିଷ୍ଟ କ୍ୟାବିନେଟରେ ନୂଆ ଚେହେରାରେ କଂଗ୍ରେସର ଜାମତାଡା ବିଧାୟକ ଇରଫାନ ଅନସାରୀ, ମହାଗମା ବିଧାୟକ ଦୀପିକା ପାଣ୍ଡେ ସିଂ ଏବଂ ଜେଏମଏମର ଲାତେହାର ବିଧାୟକ ବୈଦ୍ୟନାଥ ରାମ ଅଛନ୍ତି।

Leave A Reply

Your email address will not be published.