ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଆସ୍ଥା ଭୋଟ୍ ହାରିଲେ ନେପାଳ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ

0

ନୂଆଦିଲ୍ଲୀ: ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡ। ପ୍ରଚଣ୍ଡଙ୍କ ପାଇଁ ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି ସେ ସଂସଦରେ ଆସ୍ଥା ଭୋଟରେ ହାରି ଯାଇଛନ୍ତି। ଯାହା ପରେ ଏବେ ପ୍ରଶ୍ନ ଉଠିଛି ଯେ ନେପାଳର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ କିଏ ହେବେ।

ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ସଂସଦର ନିମ୍ନ ଗୃହରେ ଆସ୍ଥା ଭୋଟ ଜିତିପାରିନଥିଲେ। ସେ ୧୯୪ ଟି ଭୋଟ ବିରୋଧରେ ଏବଂ ୬୩ ଭୋଟ ସମର୍ଥନରେ ଟ୍ରଷ୍ଟ ଭୋଟ ହରାଇଲେ। ଜଣେ ସାଂସଦ ମତଦାନରେ ଅଂଶଗ୍ରହଣ କରିନଥିଲେ। ସଂସଦରେ ମୋଟ ୨୫୮ ସାଂସଦ ଉପସ୍ଥିତ ଥିଲେ। ସିପିଏନ୍‌-ୟୁଏମ୍ଏଲର ସମର୍ଥନ ପ୍ରତ୍ୟାହାର ପରେ ଆସ୍ଥା ଭୋଟରେ ପରାସ୍ତ ହୋଇଛନ୍ତି ପ୍ରଚଣ୍ଡ। ନେପାଳୀ କଂଗ୍ରେସ ସମର୍ଥନରେ କେପି ଓଲି ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ ବୋଲି ଅନୁମାନ କରାଯାଉଛି ।

Leave A Reply

Your email address will not be published.