ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ମଣିପୁରରେ ଉଗ୍ରବାଦୀଙ୍କ ଆକ୍ରମଣରେ ଯବାନ ସହିଦ

0

ମଣିପୁର: ମଣିପୁରରେ ଥମୁନି ହିଂସା। ମଣିପୁର ହିଂସାରେ ପୁଣି ଜଣେ ଯବାନ ସହିଦ ହୋଇଛନ୍ତି।ଏଠାରେ ପୋଲିସ ସହିତ ମିଳିତ ପାଟ୍ରୋଲିଂ ଦଳ ସନ୍ଦିଗ୍ଧ ଉଗ୍ରବାଦୀଙ୍କ ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ)ର ଜଣେ ଯବାନ ଶହୀଦ ହୋଇଥିବାବେଳେ ପୋଲିସ କମାଣ୍ଡୋ ଗୁରୁତର ହୋଇଥିବା ବେଳେ ତିନି ଯବାନ ଆହତ ହୋଇଥିବା ସୂଚନା ରହିଛି। ବର୍ତ୍ତମାନ ସେଠାରେ ଏକ ସର୍ଚ୍ଚ ଅପରେସନ ଚାଲିଛି।

ମଣିପୁର ପୋଲିସ ଅଧିକାରୀ କହିଛନ୍ତି ଯେ ଆସାମ ସୀମାବର୍ତ୍ତୀ ଜିଲାରେ ମିଳିତ ପାଟ୍ରୋଲିଂ ପାର୍ଟିରେ ସନ୍ଦିଗ୍ଧ ଉଗ୍ରବାଦୀମାନେ ପ୍ରବଳ ଗୁଳି ଚଳାଇଥିଲେ। ସେହି ସମୟରେ ସିଆରପିଏଫ ଯବାନ ପାଟ୍ରୋଲିଂ କରୁଥିବା ଏସୟୁଭି ନିକଟରେ ବୁଲୁଥିବା ବେଳେ ସନ୍ଦିଗ୍ଧ ଉଗ୍ରବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ପୋଲିସ ଅଧିକାରୀ କହିଛନ୍ତି ଯେ ଆମେ ମଧ୍ୟ ଏହାର ଜବାବ ଦେଇଛୁ। ଏହା ପରେ ସେମାନେ ଜଙ୍ଗଲ ଆଡକୁ ଯାଇ ଘଟଣାସ୍ଥଳରୁ ଖସି ପଳାଇବାରେ ସଫଳ ହୋଇଥିଲେ। ବର୍ତ୍ତମାନ ପୋଲିସ ସର୍ଚ୍ଚ ଅପରେସନ ଚାଲିଛି।

Leave A Reply

Your email address will not be published.