ନୂଆଦିଲ୍ଲୀ: ଓଡିଶା ରେ ରେ ଭାରତୀୟ ଜନତା ପାଟିର ବିପୁଳ ବିଜୟ ପରେ ପ୍ରଥମ ଥର ଓଡିଶା ଆସୁଛନ୍ତି ଜେପି ନଡ୍ଡା। ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି, ଯେଉଁଥିରେ ନଡ୍ଡା ଯୋଗ ଦେବେ ବୋଲି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ମଙ୍ଗଳବାର ସୂଚନା ଦେଇଛନ୍ତି। ତେବେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ନାହିଁ। ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ମନମୋହନ କହିଛନ୍ତି ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ