ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଏବଂ ଅତିରିକ୍ତ ସଚିବ ନିଯୁକ୍ତି ପାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ। ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ ଅଫିସର ଜଗତସିଂହପୁର ଜିଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଦୁହିଁଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.