ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଜୁଏଲ ଓରାମ ହେଲେ ନିତି ଆୟୋଗ କମିଟି ସଦସ୍ୟ

0

ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ନିତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଜୁଏଲ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ମନୋନୀତ ହୋଇଥିବା ସୂଚନା ମିଳିଛି। ତାଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍‌ଡି କୁମାରସ୍ବାମୀ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି।

Leave A Reply

Your email address will not be published.