ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ଜୁଏଲ ଓରାମ ହେଲେ ନିତି ଆୟୋଗ କମିଟି ସଦସ୍ୟ

0

ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ନିତି ଆୟୋଗ କମିଟି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ଜୁଏଲ ସ୍ବତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଭାବେ ମନୋନୀତ ହୋଇଥିବା ସୂଚନା ମିଳିଛି। ତାଙ୍କ ସହ ନୀତିନ ଗଡ଼କରୀ, ଜେପି ନଡ୍ଡା, ଏଚ୍‌ଡି କୁମାରସ୍ବାମୀ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି।

Leave A Reply

Your email address will not be published.