ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଭାରତ ପାଇଁ ଗୌରବ ଆଣିଲେ ରାମ ଚରଣ

0

ନୂଆଦିଲ୍ଲୀ: ପ୍ରଥମ ଭାରତୀୟ ଅଭିନେତା ଭାବେ ଭାରତୀୟ କଳା ଓ ସଂସ୍କୃତିର ରାଷ୍ଟ୍ରଦୂତ ପୁରସ୍କାରରେ ସମ୍ମାନିତ ହେବେ ରାମ ଚରଣ।
ଭାରତ ପାଇଁ ଗୌରବ ଆଣି ଦେଇଛନ୍ତି ରାମ ଚରଣ ତେଜା। ଦକ୍ଷିଣ ଭାରତୀୟ ସୁପରଷ୍ଟାର ତଥା ଆରଆରଆର’ ଚଳଚ୍ଚିତ୍ରର ଓସ୍କାର ବିଜେତା ଅଭିନେତା ରାମ ଚରଣଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ସଫଳତା। ‌

ମେଲବର୍ଣ୍ଣର ଭାରତୀୟ ଚଳଚ୍ଚିତ୍ର ମହୋତ୍ସବ(ଆଇଏଫଏଫଏମ)ରେ ରାମ ଚରଣଙ୍କୁ ଭାରତୀୟ କଳା ଓ ସଂସ୍କୃତିର ରାଷ୍ଟ୍ରଦୂତ ପୁରସ୍କାରରେ ସମ୍ମାନିତ କରାଯିବ। ପ୍ରଥମ ଭାରତୀୟ ଭାବେ ସେ ଏହି ପ୍ରତିଷ୍ଠିତ ସମ୍ମାନରେ ସମ୍ମାନିିତ ହେବେ। ଆଇଏଫଏଫଏମ ଭିକ୍ଟୋରିଆନ୍ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିବର୍ଷ ଆୟୋଜିତ ହେଉଥିବା ଆନୁଷ୍ଠାନିକ ଚଳଚ୍ଚିତ୍ର ମହୋତ୍ସବ। ଚଳିତ ବର୍ଷ ଏହା ଅଗଷ୍ଟ ୧୫ରୁ ୨୪ ପର୍ଯ୍ୟନ୍ତ ଚାଲିବ।

Leave A Reply

Your email address will not be published.