ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଭାରତ ପାଇଁ ଗୌରବ ଆଣିଲେ ରାମ ଚରଣ

0

ନୂଆଦିଲ୍ଲୀ: ପ୍ରଥମ ଭାରତୀୟ ଅଭିନେତା ଭାବେ ଭାରତୀୟ କଳା ଓ ସଂସ୍କୃତିର ରାଷ୍ଟ୍ରଦୂତ ପୁରସ୍କାରରେ ସମ୍ମାନିତ ହେବେ ରାମ ଚରଣ।
ଭାରତ ପାଇଁ ଗୌରବ ଆଣି ଦେଇଛନ୍ତି ରାମ ଚରଣ ତେଜା। ଦକ୍ଷିଣ ଭାରତୀୟ ସୁପରଷ୍ଟାର ତଥା ଆରଆରଆର’ ଚଳଚ୍ଚିତ୍ରର ଓସ୍କାର ବିଜେତା ଅଭିନେତା ରାମ ଚରଣଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ସଫଳତା। ‌

ମେଲବର୍ଣ୍ଣର ଭାରତୀୟ ଚଳଚ୍ଚିତ୍ର ମହୋତ୍ସବ(ଆଇଏଫଏଫଏମ)ରେ ରାମ ଚରଣଙ୍କୁ ଭାରତୀୟ କଳା ଓ ସଂସ୍କୃତିର ରାଷ୍ଟ୍ରଦୂତ ପୁରସ୍କାରରେ ସମ୍ମାନିତ କରାଯିବ। ପ୍ରଥମ ଭାରତୀୟ ଭାବେ ସେ ଏହି ପ୍ରତିଷ୍ଠିତ ସମ୍ମାନରେ ସମ୍ମାନିିତ ହେବେ। ଆଇଏଫଏଫଏମ ଭିକ୍ଟୋରିଆନ୍ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିବର୍ଷ ଆୟୋଜିତ ହେଉଥିବା ଆନୁଷ୍ଠାନିକ ଚଳଚ୍ଚିତ୍ର ମହୋତ୍ସବ। ଚଳିତ ବର୍ଷ ଏହା ଅଗଷ୍ଟ ୧୫ରୁ ୨୪ ପର୍ଯ୍ୟନ୍ତ ଚାଲିବ।

Leave A Reply

Your email address will not be published.