ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପିତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ

0

ଭୁବନେଶ୍ବର: ନିଯୁକ୍ତି ପାଇଲେ ନୂଆ ଆଡଭୋକେଟ ଜେନେରାଲ। ପିତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ। ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ। ନୂଆ ଏଜି ଙ୍କୁ ନିଯୁକ୍ତ ଦେଲେ ରାଜ୍ଯପାଳ। ଶ୍ରୀ ଆଚାର୍ଯ୍ୟଙ୍କୁ ରାଜ୍ୟ ସରକାର ଏହି ବଡ଼ ଦାୟିତ୍ବ ଦେଇଛନ୍ତି। ପୀତାମ୍ବରଙ୍କ ନିଯୁକ୍ତି ରାଜ୍ୟ ଆଇନ ବିଭାଗ ସୂତ୍ରରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.