ପ୍ରମୁଖ ଖବର

ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ଚାଉଳ ମିଲିଂ ଦର ଦ୍ୱିଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ରାଜ୍ୟରେ ବଢ଼ିଛି ଶିଶୁ ଟିକାକରଣ ହାର, ସହରଠାରୁ ଗ୍ରାମାଞ୍ଚଳ ଆଗରେ
ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
ବିରୋଧୀ ଦଳ ନେତା ନିଯୁକ୍ତିକୁ ନେଇ ହାଇକୋର୍ଟ ଯିବ ଟିଏମସି
ବୋର୍ଡ-ନିଗମର ଖାଲି ପଦ ପୂରଣ ପାଇଁ ତତ୍ପର ସରକାର, ଜୁନ୍ ୩୦ ସୁଦ୍ଧା ୧୧୮୩ ନିଯୁକ୍ତି ଲକ୍ଷ୍ୟ
ଏମ୍ସ ଭୁବନେଶ୍ୱରରେ ମହିଳାଙ୍କ ହାତରୁ କଢ଼ାଗଲା ୭ କିଲୋଗ୍ରାମର ବିଶାଳ ଟ୍ୟୁମର
ଜନ୍ତରମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ର ବିଶାଳ ବିକ୍ଷୋଭ, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା

0

ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା। ୨୦୨୪ – ୨୫ ଶିକ୍ଷା ବର୍ଷ ପାଇଁ ପ୍ରକାଶ ପାଇଲା ପ୍ରଥମ ଯୁକ୍ତ ଦୁଇ ମେଧା ତାଲିକା। ମୋଟ ୪ ଲକ୍ଷ ୭୬ ହଜାର ୯୩ ଜଣ ଆବେଦନ କରିଥିଲେ। ୪ ଲକ୍ଷ ୨୬ ହଜାର ୪୭୨ ଜଣଙ୍କ ନାମ ମେଧା ତାଲିକାରେ ଆସିଛି। ସାମ୍ସ ୱେବସାଇଟରେ କଟ୍ ଅଫ ମାର୍କ ଲିଷ୍ଟ ପ୍ରକାଶ ପାଇଛି। ତାଲିକାରୁ ବାଦ ପଡିଛନ୍ତି ୪୯ ହଜାର ୬୨୧ ଜଣ ଛାତ୍ରଛାତ୍ରୀ। କଳାରେ ୨ ଲକ୍ଷ ୭୧ ହଜାର ୪୯୨ ଜଣ, ବିଜ୍ଞାନରେ ୧ ଲକ୍ଷ ୧୭ ହଜାର ୨୭୩ ଜଣ, ବାଣିଜ୍ୟରେ ୨୪ ହଜାର ୩୫୪ ଜଣ, ଉପଶାସ୍ତ୍ରୀ ୮ ହଜାର ୩୭୫ ଜଣ, ଉପଶାସ୍ତ୍ରୀ ୮ ହଜାର ୩୭୫ ଜଣ, ଧନ୍ଦାମୂଳକ ୪ ହଜାର ୯୭୮ ଜଣ ନାମ ଲେଖାଇବା ପାଇଁ ମନୋନୀତ ହୋଇଛନ୍ତି।

ଅଗଷ୍ଟ ୧ ରୁ ଆରମ୍ଭ ହେବ ଯୁକ୍ତ ୨ ପ୍ରଥମ ବର୍ଷ ପାଠପଢା। କଳାରେ ୭୫.୧୭% ସହ ଆଗରେ ରହିଛି ରେଭେନ୍ସା ହାଇୟର୍ ସେକେଣ୍ଡାରୀ ସ୍କୁଲ୍। ବିଜ୍ଞାନରେ ୯୧.୫୦% ସହ ରେଭେନ୍ସା ହାଇୟର ସେକେଣ୍ଡାରୀ ସ୍କୁଲ୍ ଆଗରେ ରହିଛି। ସେହିପରି ବାଣିଜ୍ୟରେ ୭୭% ସହ ରେଭେନ୍ସା ହାଇୟର ସେକେଣ୍ଡାରୀ ସ୍କୁଲ୍ ଆଗରେ ରହିଛି। ଆସନ୍ତା ୨୨ ରୁ ୨୭ ତାରିଖ ପର୍ଯ୍ୟନ୍ତ ହେବ ନାମ ଲେଖା। ନିଜ ପସନ୍ଦର କଲେଜରେ ପଢ଼ିବାକୁ ଇଛୁକ ଛାତ୍ର ଛାତ୍ରୀ ୨୨ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଚୟନ କରିପାରିବେ। ଆସନ୍ତା ଅଗଷ୍ଟ ୧ ରୁ ପାଠପଢ଼ା ଆରମ୍ଭ ହେବ।

Leave A Reply

Your email address will not be published.