ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ହାଉସ୍‌ କମିଟିରେ ସ୍ଥାନ ପାଇଲେ ଅପରାଜିତା ଷଡ଼ଙ୍ଗୀ

0

ନୂଆଦିଲ୍ଲୀ; ହାଉସ୍‌ କମିଟିରେ ସ୍ଥାନ ପାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୨ ଜଣିଆ ହାଉସ୍‌ କମିଟିରେ ସ୍ଥାନ ଦେଲେ ବାଚସ୍ପତି ଓମ୍‌ ବିର୍ଲା। ଡ. ମହେଶ ଶର୍ମାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ସ୍ଥାନ ପାଇଲେ ଅପରାଜିତା। ଏହି ୧୨ ଜଣିଆ ହାଉସ୍ କମିଟିରେ ଅଛନ୍ତି, କଲ୍ୟାଣ ବାନାର୍ଜୀ, ସୁଧୀର ଗୁପ୍ତା, କୃପାନାଥ ମଲ୍ଲାହ, ଡି. ପୁରନ୍ଦେଶ୍ୱରୀ, ସୁଖଜିନ୍ଦର ସିଂହ ରାନ୍ଧୱା, ଏମ୍‌ଏସ୍‌ ରେଡ୍ଡୀ, କୋଡିକୁନ୍ନିଲ ସୁରେଶ, ଡକ୍ଟର ଟି ସୁମତି, ଅକ୍ଷୟ ଯାଦବ ଓ ଦୀନେଶ ଚନ୍ଦ୍ର ଯାଦବ।

ସୂଚନାଯୋଗ୍ୟ ଯେ, କିଛି ଦିନ ପୂର୍ବରୁ ବାଚସ୍ପତି ଓମ୍ ବିର୍ଲା ବିଜନେସ ଆଡଭାଇଜରୀ କମିଟି ଗଠନ କରିଥିଲେ। ଏଥିରେ ଓଡ଼ିଶାର କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଓ କଟକ ସାଂସଦ ଭର୍ତ୍ତୃହରି ମହତାବ ସଦସ୍ୟ ପଦ ପାଇଥିଲେ।

Leave A Reply

Your email address will not be published.