ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

0

ଭୁବନେଶ୍ବର: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ। ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ତେବେ ବିଧାନସଭାରେ ବିବୃତ୍ତି ରଖିବା ବେଳେ ୨୪ ବର୍ଷରେ ପେସା ଆଇନ ଲାଗୁ ହୋଇ ନ ଥିବା କଥା ଉଲ୍ଲେଖ କରିଛନ୍ତି ମନ୍ତ୍ରୀ। ଏକଥାକୁ ଉଠାଇ ଆମେ ଆଦିବାସୀ ଭାଇଭଉଣୀଙ୍କ ପାଇଁ ଏହା ଲାଗୁ କରିବୁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ରାଜ୍ୟପାଳଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଅବସରରେ କହିଛନ୍ତି।

Leave A Reply

Your email address will not be published.