ଭୁବନେଶ୍ବର: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ। ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। ତେବେ ବିଧାନସଭାରେ ବିବୃତ୍ତି ରଖିବା ବେଳେ ୨୪ ବର୍ଷରେ ପେସା ଆଇନ ଲାଗୁ ହୋଇ ନ ଥିବା କଥା ଉଲ୍ଲେଖ କରିଛନ୍ତି ମନ୍ତ୍ରୀ। ଏକଥାକୁ ଉଠାଇ ଆମେ ଆଦିବାସୀ ଭାଇଭଉଣୀଙ୍କ ପାଇଁ ଏହା ଲାଗୁ କରିବୁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ରାଜ୍ୟପାଳଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବ ଅବସରରେ କହିଛନ୍ତି।
ପ୍ରମୁଖ ଖବର
ଉଚ୍ଚଶିକ୍ଷାରୁ ମୁହଁ ଫେରାଉଛନ୍ତି ଛାତ୍ରଛାତ୍ରୀ, ୩ ବର୍ଷରେ ୧୭ ହଜାରରୁ ଅଧିକ ଡ୍ରପ୍ଆଉଟ୍
ସାମ୍ବାଦିକଙ୍କ ପାଇଁ ଖୋଲିଲା ‘ଶୀଶ ମହଲ’, ୫୮ କୋଟି ଖର୍ଚ୍ଚର ହିସାବ ଦେଲେ ମନ୍ତ୍ରୀ
ବାଲିଯାତ୍ରାରେ ଅଘଟଣ: ଆଜି ବନ୍ଦ ରହିବ ସମସ୍ତ ଦୋଳି
ଲୋକସଭା ଆସନ ୫୦% ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି