ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଅପରାଜିତା ଷଡ଼ଙ୍ଗୀ ହେଲେ ଆଇପିୟୁର ଉପସଭାପତି

0

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ ଆଇପିୟୁର ଉପସଭାପତି। ଅପରାଜିତା ଆଇପିୟୁର କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ମିଳିଛି। ତେବେ ସେ ବାଚସ୍ପତି ଓମ ବିର୍ଲାଙ୍କ ମାଧ୍ୟମରେ ସୂଚନା ପାଇଥିବା ସୋସିଆଲ ମିଡିଆ ଏକ୍ସରେ ଜଣାଇଛନ୍ତି।

ଗତ ମାର୍ଚ୍ଚ ମାସରେ ଜେନିଭାରେ ଆଇପିୟୁର ଆସେମ୍ବଲୀରେ ଅପରାଜିତା ଭାଗ ନେଇଥିଲେ। ସେ ଆଇପିୟୁର କାର୍ଯ୍ୟକାରୀ କମିଟିର ସଦସ୍ୟ ଅଛନ୍ତି। ଏସିଆ ପାସିଫିକ ଗ୍ରୁପ ସାଂସଦକୁ ନେଇ ଆଇପିୟୁର- ଇଣ୍ଟର ପାର୍ଲିଆମେଣ୍ଟାରୀ ୟୁନିଅନ ରହିଛି।

Leave A Reply

Your email address will not be published.