ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପିଏମ ସୂର୍ଯ୍ୟଘର ଯୋଜନାରେ ମିଳିବ ୭୮ ହଜାର ଟଙ୍କାର ସହାୟତା

0

ଭୁବନେଶ୍ୱର: ପିଏମ ସୂର୍ଯ୍ୟଘର ଯୋଜନା ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। ଏଥିପାଇଁ ୭୮ ହଜାର ଟଙ୍କାର ସହାୟତା ମିଳିବ ବୋଲି ଘୋଷଣା ହୋଇଛି। ବିଜେଡି ନେତା ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଶକ୍ତିମନ୍ତ୍ରୀ କେଭି ସିଂଦେଓ ବିଧାନସଭାରେ ଏପରି ଉତ୍ତର ରଖିଛନ୍ତି।

ମନ୍ତ୍ରୀ କହିଛନ୍ତି, ପିଏମ ସୂର୍ଯ୍ୟଘର ଯୋଜନାରେ ସୌରଶକ୍ତି ଦ୍ବାରା ବିଜୁଳି ମିଳିବ। ୩ କିଲୋୱାଟ ପର୍ଯ୍ୟନ୍ତ ସୋଲାର ପ୍ଲାଣ୍ଟ ସ୍ଥାପନ ପାଇଁ ସହାୟତା ମିଳିବ। ସୋଲାର ପ୍ଲାଣ୍ଟ ପାଇଁ ୭୮ ହଜାର ଟଙ୍କାର କେନ୍ଦ୍ରୀୟ ସହାୟତା ବ୍ୟବସ୍ଥା ରହିଛି। ଏଥିରେ ଉପଭୋକ୍ତା ମାସିକ ୩ଶହ ୟୁନିଟ ବିଦ୍ୟୁତ ଉପଯୋଗ କରିପାରିବେ ବୋଲି ଶକ୍ତିମନ୍ତ୍ରୀ କହିଛନ୍ତି କେଭି ସିଂଦେଓ।

Leave A Reply

Your email address will not be published.