ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ରାସ୍ତାକଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

0

ଧାମରା: ଧାମରା ଥାନା କରଞ୍ଜମାଳ ପଞ୍ଚାୟତ ରାସ୍ତାକଡ଼ରୁ ଉଦ୍ଧାର ହେଲା ନବଜାତ ଶିଶୁ କନ୍ୟା। ଉଦ୍ଧାର ପରେ ମେଡିକାଲରେ ଭର୍ତ୍ତି କଲେ ସ୍ଥାନୀୟ ଲୋକେ। କରଞ୍ଜମାଳ ଅଞ୍ଚଳରେ ରାସ୍ତା କଡରେ ଏକ ଶିଶୁ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ଏହା ଏକ ନବଜାତ ଶିଶୁ କନ୍ୟା ଜଣାପଡିଥିଲା । ଉଦ୍ଧାର ପରେ ତୁରନ୍ତ ତାକୁ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ କିଏ ଏବଂ କାହିଁକି ଏହି ନବଜାତ ଶିଶୁକନ୍ୟାକୁ ରାସ୍ତା କଡରେ ଛାଡି ଦେଇଯାଇଛି ସେନେଇ କିଛି ସୂଚନା ମିଳିନି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।

Leave A Reply

Your email address will not be published.