ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ ୪ଗୁରୁତର

0

ନୂଆଦିଲ୍ଲୀ: ଆଜି ସକାଳେ ପୁଣି ଆତଙ୍କବାଦୀ ଓ ସୈନ୍ୟଙ୍କ ମଧ୍ୟରେ ଗୁଳି ବିନିମୟରେ ଜଣେ ଯବାନ ସହିଦ ହୋଇଛନ୍ତି। ଏହା ସହିତ ଜଣେ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଜମ୍ମୁ କାଶ୍ମୀର କୁପଓ୍ବାଡା ଜିଲ୍ଲାରେ ମାଛିଲ ସେକ୍ଟର ନିକଟରେ ଯବାନଙ୍କ ଉପରକୁ ହମଲା କରିଥିଲେ ପାକିସ୍ତାନ ବର୍ଡର ଆକ୍ସନ ଟିମ ବା ବାଟ୍ ର ଆତଙ୍କବାଦୀ। ଯାହାର କଡା ଜବାବ ଦେଇଛନ୍ତି ଭାରତୀୟ ସେନା। ଯେଉଁଥିରେ ଜଣେ ଆତଙ୍କବାଦୀ ନିହତ ହୋଇ ଥିବାବେଳେ ଆମର ୫ ଜଣ ଯବାନ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇ ଯବାନଙ୍କ ଅବସ୍ଥା ଗୁରୁତର ଥିବା ବେଳେ ପରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ଯବାନ ଶହୀଦ ହୋଇଛନ୍ତି।

Leave A Reply

Your email address will not be published.