ଜାମ୍ମୁ: ଜାମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାର ଡକସୁମରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ କାର ଘାଟିରେ ଓଲଟି ପଡି ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୫ ଶିଶୁ ଓ ୨ ଜଣ ମହିଳା ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ସମସ୍ତ ମୃତକ କିଶତୱାଡର ନିବାସୀ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।
ପ୍ରମୁଖ ଖବର
ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ