ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ

0

ଆମେରିକା: ଆମେରିକା ଇତିହାସରେ ପ୍ରଥମ । ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ । ଏହି ସୁପରପାୱାର ରାଷ୍ଟ୍ରର ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଥମ ଥର ପ୍ରାର୍ଥୀ ହେଲେ ଜଣେ ଭାରତୀୟ ବଂଶୋଦ୍ଭବ । ବର୍ତ୍ତମାନ ଉପରାଷ୍ଟ୍ରପତି ଥିବା କମଳା ହାରିସଙ୍କୁ ପ୍ରାର୍ଥୀ କଲା ଡେମୋକ୍ରାଟିକ ପାର୍ଟି । ରାଷ୍ଟ୍ରପତି ପ୍ରାର୍ଥୀପତ୍ରରେ ସ୍ବାକ୍ଷର କରିଥିବା ନେଇ ସେ ନିଜେ ଟ୍ବିଟ୍ କରି ଘୋଷଣା କରିଛନ୍ତି । ପ୍ରଥମ କୃଷ୍ଣକାୟ ମହିଳା ଓ ଦକ୍ଷିଣ ଏସୀୟ ଆମେରିକୀୟ ଭାବେ ଆମେରିକାର ମୁଖ୍ୟ ପଦରେ ଲଢିବେ କମଳା । ଗତଥର ଉପରାଷ୍ଟ୍ରପତି ନିର୍ବାଚନରେ ବାଜି ମାରିଥିବା ହାରିସ୍ ଏଥର ରାଷ୍ଟ୍ରପତି ନିର୍ବାଚନ ଲଢିବେ ।

ରାଷ୍ଟ୍ରପତି ଜୋ ବାଇଡେନ ହ୍ବାଇଟ ହାଉସ ରେସରୁ ଓହରିଯିବା ପରେ କମଲା ହାରିସଙ୍କୁ ସେ ନିଜ ସମର୍ଥନ ଜଣାଇଥିଲେ । କମଲା ହାରିସ ମଧ୍ୟ ଏଥିପାଇଁ ଜୋ ବାଇଡେନ ଏବଂ ପାର୍ଟିକୁ କୃତଜ୍ଞତା ଜଣାଇଛନ୍ତି। ଯଦି ହାରିସ ରାଷ୍ଟ୍ରପତି ହୁଅନ୍ତି, ତେବେ ସେ ଆମେରିକାର ପ୍ରଥମ ମହିଳା ଏବଂ ଦ୍ୱିତୀୟ କୃଷ୍ଣକାୟ ରାଷ୍ଟ୍ରପତି ହେବେ। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ତାଙ୍କ ପତ୍ନୀ ମିଶେଲ ଓବାମା ରାଷ୍ଟ୍ରପତି ପଦ ଲାଗି କମଲାଙ୍କୁ ସମର୍ଥନ ଜଣାଇଥିଲେ।

Leave A Reply

Your email address will not be published.