ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

୨ଟି ସମବାୟ ବୋର୍ଡ ଭାଙ୍ଗିଲେ ରାଜ୍ୟ ସରକାର

0

ଭୁବନେଶ୍ବର: ରାଜ୍ୟ ସରକାର ୨ଟି ସମବାୟ ବୋର୍ଡ ଭାଙ୍ଗିଛନ୍ତି। ଦୁର୍ନୀତି ଅଭିଯୋଗରେ ଏହାକୁ ଭାଙ୍ଗିଥିବା ଜଣାପଡ଼ିଛି। ରାଜ୍ୟ ସମବାୟ ବ୍ୟାଙ୍କ ଓ ସମବାୟ ଗୃହ ନିର୍ମାଣ ନିଗମ ଭାଙ୍ଗିଛନ୍ତି ସରକାର। ଏଣିକି ରାଜ୍ୟ ସରକାର ୨ଟି ବୋର୍ଡର ବ୍ୟାପାର ବୁଝାଶୁଝା କରିବେ। ଏନେଇ ସମବାୟ ସମିତି ରେଜିଷ୍ଟ୍ରାରଙ୍କ ପକ୍ଷରୁ ବୁଧବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.