ଭୁବନେଶ୍ବର: ରାଜ୍ୟ ସରକାର ୨ଟି ସମବାୟ ବୋର୍ଡ ଭାଙ୍ଗିଛନ୍ତି। ଦୁର୍ନୀତି ଅଭିଯୋଗରେ ଏହାକୁ ଭାଙ୍ଗିଥିବା ଜଣାପଡ଼ିଛି। ରାଜ୍ୟ ସମବାୟ ବ୍ୟାଙ୍କ ଓ ସମବାୟ ଗୃହ ନିର୍ମାଣ ନିଗମ ଭାଙ୍ଗିଛନ୍ତି ସରକାର। ଏଣିକି ରାଜ୍ୟ ସରକାର ୨ଟି ବୋର୍ଡର ବ୍ୟାପାର ବୁଝାଶୁଝା କରିବେ। ଏନେଇ ସମବାୟ ସମିତି ରେଜିଷ୍ଟ୍ରାରଙ୍କ ପକ୍ଷରୁ ବୁଧବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ